ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୨୧ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି ମହାନଦୀରେ ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।…