୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ୪ ବର୍ଷରେ ଶେଷ ହେବ ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ
ଭୁବନେଶ୍ୱର,୧୪ା୧୧ : ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୨ଟି ପ୍ରସ୍ତାବ ପାରିତ ହୋଇଛି । କ୍ୟାବିନେଟ୍ ବୈଠକର ନିଷ୍ପତ୍ତି…