୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଡୁମାଣୀ ଟିଭି,୧୬/୪:୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ଉନ୍ମୋଚିତ ହୋଇଛି ଲୋଗୋ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋଗୋକୁ ଉନ୍ମୋଚନ କରିଛନ୍ତି । ୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ହେବ । ଜାନୁଆରୀ ୧୩ରୁ ୨୯ ତାରିଖ ଯାଏଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାରେ ବର୍ତ୍ତମାନ…