ଭାରତୀୟ ନାଗରିକଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ
ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ଖୁସି ଖବର । ଭାରତୀୟ ନାଗରିକଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ । ଶ୍ରୀଲଙ୍କା ଓ ଥାଇଲ୍ୟାଣ୍ଡ ପରେ ଭାରତୀୟଙ୍କ ପାଇଁ ଭିସା ମୁକ୍ତ କରିଛି ମାଲେସିଆ । ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ଭିସାମୁକ୍ତ ପ୍ରବେଶ ଅନୁମତି ଦେଇଛନ୍ତି ପ୍ରଧାନମନ୍ତ୍ରୀ…