ପୁରୀ ଅଭିମୁଖେ ମମତା, ୨୩ରେ ନବୀନଙ୍କୁ କରିବେ ସାକ୍ଷାତ
ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅପରାହ୍ନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିଛନ୍ତି ମମତା । ରାଜ୍ୟ ସରକାରଙ୍କ ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ବିମାନବନ୍ଦରରେ ସ୍ୱାଗତ କରିଥିଲେ । ଏହା ପରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ସିଧା ପୁରୀ…