ପ୍ରତି ପଞ୍ଚାୟତରେ ଖୋଲିବ ମିଶନଶକ୍ତି ମାର୍କେଟ
ଭୁବନେଶ୍ୱର : ମହିଳା ସଶକ୍ତିକରଣ, ସାମାଜିକ ଓ ଆର୍ଥିକ ସମାନତା ହାସଲର ବାର୍ତ୍ତାବହ ସାଜିଛି ମିଶନ୍ ଶକ୍ତି । ରାଜ୍ୟର ୭୦ ଲକ୍ଷ ମହିଳା ଆଜି ନିଜ ପାଇଁ ନିଜେ ସୃଷ୍ଟି କରିଛନ୍ତି ପରିଚୟ । ସେହି ମହିଳାମାନଙ୍କ ହାତ ମୁଠାକୁ ଟାଣ କରିବା ଲକ୍ଷ୍ୟରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ମାର୍କେଟ୍…