ଖେଲୋ ଇଣ୍ଡିଆ ‘ଦଶ୍ କା ଦମ୍’ର ଶୁଭାରମ୍ଭ
ନୂଆଦିଲ୍ଲୀ : କେନ୍ଦ୍ର ଯୁବ ବ୍ୟାପାର ତଥା କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର ଆଜି ନୂଆଦିଲ୍ଲୀର ଜେଏଲ୍ଏନ୍ ଷ୍ଟାଡିୟମରେ ଏକ ମେଗା ଉଦଘାଟନୀ ସମାରୋହରେ ଖେଲୋ ଇଣ୍ଡିଆ ଦଶ୍ କା ଦମ୍ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୩ ଉତ୍ସବର ଏକ ଅଂଶ…