ଘୋଷଣା ହେଲା ଫିଲ୍ମଫେୟାର ଆଓ୍ଵାର୍ଡ ୨୦୨୩, ଗଙ୍ଗୁବାଇ କାଠିଆଓ୍ଵାଡ଼ି ଶ୍ରେଷ୍ଠ ଚଳଚିତ୍ର
ଘୋଷଣା ହୋଇଛି ୬୮ତମ ଫିଲ୍ମଫେୟାର ଆଓ୍ଵାର୍ଡ଼ । ଗଙ୍ଗୁବାଇ କାଠିଆଓ୍ଵାଡ଼ି ଫିଲ୍ମକୁ ମିଳିଛି ଶ୍ରେଷ୍ଠ ଚଳଚିତ୍ର ପୁରସ୍କାର । ଏହାସହ ଏହି ଫିଲ୍ମରେ ଚମତ୍କାର ଅଭିନୟ ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଆଲିଆ ଭଟ୍ଟ ବାଜି ମାରି ନେଇଛନ୍ତି । ଗଙ୍ଗୁବାଇ କାଠିଆଓ୍ଵାଡ଼ି ଆଉ ଗୋଟିଏ ପୁରସ୍କାର…