ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ ଓଡ଼ିଆ ଜାତି ପାଇଁ ଗୌରବମୟ ସମୟ : ମୁଖ୍ୟମନ୍ତ୍ରୀ
ପୁରୀ,ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ଏକ ଗୌରବମୟ ସମୟ। ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପୋରକ୍ତ ମତ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିକଟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ…