Browsing Tag

#news

ସମୟ ଗଡୁଛି, ଉତ୍କଣ୍ଠା ବଢୁଛି

ଉତ୍ତରକାଶୀ, ୨୫ା୧୧: ଦିନ ପରେ ଦିନ ବିତୁଛି । ଘଣ୍ଟା କଣ୍ଟାର ଟିକ୍‌ ଟିକ୍‌ ଶବ୍ଦ ସହ ତାଳ ଦେଇ ସମୟ ଗଡି·ଲିଛି ଆଉ କ୍ୟାଲେଣ୍ଡରର ତାରିଖ ବି ତା ହିସାବରେ ବଦଳି ·ଲିଛି ।। କିନ୍ତୁ ଯାହା ବଦଳୁନି ତାହା ହେଉଛି ସୁଡଙ୍ଗ ଭିତରର ସ୍ଥିତି । ଅନେକ ଉଦ୍ୟମ ହେଉଛି, ଅପରେସନ "ଟନେଲ' •ଲିଛି, ଜୀବନ…

“ତେଜସ୍‌’ରେ ଉଡିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ, ୨୫ା୧୧: ଶନିବାର କର୍ଣ୍ଣାଟକ ରାଜ୍ୟର ବେଙ୍ଗାଲୁରୁସ୍ଥିତ ରାଷ୍ଟ୍ରାୟତ "ହିନ୍ଦୁସ୍ତାନ ଏରୋନଟିକ୍ସ୍‌ ଲିମିଟେଡ୍‌' ପରିଦର୍ଶନରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "ତେଜସ୍‌' ଲଢୁଆ ବିମାନରେ ଚଢି ବୁଲିଛନ୍ତି । "ହିନ୍ଦୁସ୍ତାନ ଏରୋନଟିକ୍ସ୍‌ ଲିମିଟେଡ୍‌'ର ଉତ୍ପାଦନ…

ଲକ୍ଷ୍ମଣ ହେବେ ଭାରତୀୟ ଟିମ୍‌ର ମୁଖ୍ୟ କୋଚ

ମୁମ୍ବାଇ, ୨୪ା୧୧: ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟ ପରେ ଗୋଟିଏ ଯୁଗର ସମାପ୍ତି ଘଟିବାକୁ ଯାଉଛି । ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ଼ଙ୍କ ପାଇଁ ଏହା ଶେଷ କାର୍ଯ୍ୟଦିବସ ଥିଲା ବୋଲି ବିବେଚନା କରାଯାଉଛି । ବିସିସିଆଇର ବିଭିନ୍ନ ସୂତ୍ରରୁ ମିଳିଥିବା ସୂଚନା…

ପ୍ରତିରକ୍ଷା କ୍ଷେତ୍ରରେ ବଢ଼ିବ ଭାରତର ଶକ୍ତ

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଶକ୍ତି ବଢ଼ିବ । କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ୩ଟି ବଡ଼ ସ୍ୱଦେଶୀ ପ୍ରକଳ୍ପକୁ ପ୍ରାରମ୍ଭିକ ମଞ୍ଜୁରୀ ପ୍ରଦାନ କରିବାକୁ ଯାଉଛନ୍ତି । ଏଥିପାଇଁ ମୋଟ୍‌ ୧.୪ ଲକ୍ଷ କୋଟି ଟଙ୍କା ବ୍ୟୟ ହେବ । ଏହି ବଜେଟରେ ଗୋଟିଏ ଏୟାରକ୍ରାଫ୍ଟ କ୍ୟାରିୟର, ୯୭ଟି…

ଅଙ୍ଗ ନଦୀଗର୍ଭ ଜଳାଶୟ ପାଇଁ ୧୦୪ କୋଟି ମଞ୍ଜୁର

ଭୁବନେଶ୍ୱର,୨୪ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପଟି ହେଉଛି-ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।…

ଡେଙ୍ଗୁର ୬୦ପ୍ରତିଶତ ରୋଗୀଙ୍କ ଠାରେ ଡେନ-୨ର ଲକ୍ଷଣ: ପିଜିଆଇର ସଭେ

ନୂଆଦିଲ୍ଲୀ: ପୂର୍ବ ବର୍ଷ ଅପେକ୍ଷା ଡେଙ୍ଗୁ ବେଶୀ ଡରେଇବାରେ ଲାଗିଛି । ଡେଙ୍ଗୁର ପ୍ରାୟ ୬୦ପ୍ରତିଶତ ରୋଗୀଙ୍କ ମଧ୍ୟରେ ଡେନ-୨ର ଷ୍ଟ୍ରେନ ଦେଖିବାକୁ ମିଳିଛି । ବାକି ୪୦ପ୍ରତିଶତରେ ଡେନ ୧ ଓ ଡେନ-୩ ଷ୍ଟ୍ରେନ ମିଳିଛି । ଡେନ-୧ ଓ ୩ ଅପେକ୍ଷା ଡେନ ୨ ଅଧିକ ବିପଜ୍ଜନକ ବୋଲି କୁହାଯାଉଛି ।…

ଚୀନ୍‌ରେ ପୁଣି ବ୍ୟାପିଲା ଅଜଣା ରୋଗ

ବେଜିଂ: ଚାଇନାରେ ପୁଣି ଏକ ଅଜଣା ରୋଗ ବ୍ୟାପିଛି । ସ୍ୱାଇନ ଫ୍ଲୁ ଭଳି ରୋଗ ଅଧିକାଂଶ ପିଲାଙ୍କ ମଧ୍ୟରେ ବ୍ୟାପୁଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହି ରହସ୍ୟମୟ ରୋଗ ବିଷୟରେ ଅଧିକ ସୂଚନା ପାଇଁ ବେଜିଂକୁ କହିଛି । ଖବର ଅନୁଯାୟୀ, ଚାଇନାର ଡାକ୍ତରଖାନାଗୁଡ଼ିକରେ ଏହି ଅଜଣା ରୋଗରେ…

ଡିପ୍‌ଫେକ୍‌ ରୋକିବାକୁ ଅଣ୍ଟା ଭିଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୨୩ା୧୧: ଅଭିନେତା ହୁଅନ୍ତୁ କି ନେତା, ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା ଏବେ ସମସ୍ତଙ୍କୁ ଘାରିଛି ଡିପ୍‌ଫେକ୍‌ର ଡର । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଏଆଇ ପ୍ରଯୁକ୍ତି ବ୍ୟବହାର କରି ନକଲି ଭିଡ଼ିଓ ପ୍ରସ୍ତୁତ କରାଯିବାକୁ ନେଇ ବଢ଼ିଛି ସମସ୍ତଙ୍କ ଚିନ୍ତା ଏଭଳି ଅନୈତିକ…

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ,୨୩ା୧୧ : ପବିତ୍ର କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ପ୍ରସିଦ୍ଧ ଲକ୍ଷ୍ମୀନାରାୟଣ ବେଶ ସମ୍ପନ୍ନ ହୋଇଛି ଏହା ଠିଆକିଆ ବେଶ ନାମରେ ଏହା ସର୍ବଜନ ବିଦିତ । ଏଥିସହିତ ପରମ୍ପରା ଅନୁଯାୟୀ ପବିତ୍ର ପଞ୍ଚକ ପ୍ରାରମ୍ଭ ଦିବସ ତଥା ଏକାଦଶୀ ତିଥିରେ ସମ୍ପନ୍ନ…

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର…