ଜେକେ ପେପର ପକ୍ଷରୁ ଜରୁରୀକାଳୀନ ପରିସ୍ଥିତି ମୁକାବିଲା ମକ୍ଡ୍ରିଲ
ରାୟଗଡା,: ରାୟଗଡା ସ୍ଥିତ ଜେକେ ପେପେର ମିଲ ଏହାର କେମିକାଲ ପ୍ଲାଣ୍ଟ ପରିସରରେ ସିଲିଣ୍ଡର ଓ ପାଇପ ଲାଇନରୁ କ୍ଲୋରିନ୍ ଗ୍ୟାସ ନିର୍ଗତ ହେବା ଯୋଗୁଁ ସମ୍ଭାବିତ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରିବାପାଇଁ ନିଜର ପ୍ରସ୍ତୁତିର ସମୀକ୍ଷା କରିବାପାଇଁ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କ…