ମେ’ ପହିଲାରୁ ପଛୁଆବର୍ଗ ସର୍ଭେ
ଭୁବନେଶ୍ୱର : ଖୁବ୍ଶୀଘ୍ର ପଛୁଆ ବର୍ଗର ଲୋକଙ୍କୁ ମିଳିବ ସମସ୍ତ ସୁବିଧା ସୁଯୋଗ । ସେଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବାକୁ ଯାଉଛି । ଯେଉଁଥିରେ ପଛୁଆ ବର୍ଗର ଲୋକ ନିଜର ସମସ୍ତ ତଥ୍ୟ ରାଜ୍ୟ ସରକାରଙ୍କୁ ଦେଇପାରିବେ । ପୂର୍ବରୁ…