ଟ୍ରପଲାଇନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଟୁଇନସିଟିରେ ବର୍ଷା ପବନ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଚଣ୍ଡ ଘଡଘଡି ବିଜୁଳି ସହ କୁଆପଥର ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି…