ଏମିତି ଚାଲିଛି ଶିକ୍ଷା ବ୍ୟବସ୍ଥା, ଗଛ ତଳେ ଗଢ଼ାଯାଉଛି ପିଲାଙ୍କ ଭବିଷ୍ୟତ
ପାପଡ଼ାହାଣ୍ଡି : ଗଛ ତଳେ ତିଆରି ହୋଇଛି ପିଣ୍ଡି। ସେହି ପିଣ୍ଡିରେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଗୋଟିଏ ପିଣ୍ଡିରେ ପ୍ରଥମ ଓ ଦ୍ଵିତୀୟ ଶ୍ରେଣୀର ଛାତ୍ରଛାତ୍ରୀ ବସୁଥିବା ବେଳେ ଅନ୍ୟ ଏକ ପିଣ୍ଡିରେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ ବସି ପାଠ ପଢୁଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ…