ବନାଗ୍ନି ରୋକିବାକୁ ସ୍ୱତନ୍ତ୍ର ଟାସ୍କ ଫୋର୍ସ
ଭୁବନେଶ୍ୱର : ରାଜ୍ୟରେ ବନାଗ୍ନିକୁ ପ୍ରଶମନ କରିବା ନିମନ୍ତେ ପଞ୍ଚାୟତ ସ୍ତରରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯିବ । ସଂପୃକ୍ତ ଅଞ୍ଚଳର ସରପଞ୍ଚ, ସ୍ଥାନୀୟ ଜନ ପ୍ରତିନିଧି, ମିଶନ ଶକ୍ତି, ସ୍ଥାନୀୟ କ୍ଲବ୍ ଏବଂ ବିଭିନ୍ନ ସ୍ୱେଚ୍ଛାସେବୀ ମାନଙ୍କୁ ଏହି ଅଭିଯାନରେ ସାମିଲ୍ କରାଯାଇ ପ୍ରାଥମିକତା…