ଜିଏସ୍ଟି ସଂଗ୍ରହରେ ଜାତୀୟ ହାରଠୁ ଓଡ଼ିଶା ଆଗରେ
ଭୁବନେଶ୍ୱର : ଓଡ଼ିଶାରେ ଜିଏସଟି ସଂଗ୍ରହ ପରିମାଣ କ୍ରମାଗତ ଭାବେ ବଢ଼ି ·ଲିଥିବା ବେଳେ ଜାତୀୟ ସ୍ତରରେ ପ୍ରଦର୍ଶନ ଭଲ ରହିଛି । ଜିଏସଟି ସଂଗ୍ରହରେ ଓଡ଼ିଶା ବହୁ ବିକଶିତ ରାଜ୍ୟକୁ ପଛରେ ପକାଉଛି । ଚଳିତ ବର୍ଷ ମାର୍ଚ୍ଚ ମାସରେ ଓଡ଼ିଶା ମୋଟ ୪୭୪୯.୦୨ କୋଟି ଟଙ୍କା ଜିଏସଟି ସଂଗ୍ରହ କରିଛି ।…