ଶ୍ରୀ ଲଡୁବାବାଙ୍କ ପୀଠକୁ ମିଳିଲା ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା
ଓଡ଼ଗାଁ : ରାଜ୍ୟର ପ୍ରସିଦ୍ଧ ଶୈବପୀଠ ଶରଣକୁଳ ବିଜେ ପ୍ରଭୁ ଶ୍ରୀ ଲଡୁବାବାଙ୍କ ପବିତ୍ର ପୀଠକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଗଲା । ବିଧାନସଭାରେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ଲିଖିତ ପ୍ରଶ୍ନର ଉତ୍ତର ଦେଇ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ…