ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ଆଜି ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବା ପରେ ଶ୍ରୀ ଜେନା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭିନ୍ନ ବିଭାଗର…