Browsing Tag

#odisha #odishanews #assembly # sessionover #adjourned

ସରିଲା ପ୍ରଥମ ପର୍ଯ୍ୟାୟ ଅଧିବେଶନ, ଆସନ୍ତା ୧୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର : ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଆଜି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ଶେଷ ହୋଇଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଆସନ୍ତା ୧୦ତାରିଖ ପୂର୍ବାହ୍ନ ସାଢେ଼ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ବିଧାନସଭାର ବଜେଟ୍‌ ଅଧିବେଶନ ଫେବୃୟାରୀ ୨୧ ତାରିଖରୁ ଆରମ୍ଭ…