ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର
ଭୁବନେଶ୍ୱର : ନିର୍ମାଣ କ୍ଷେତ୍ରରେ ଆଗୁଆ ଓଡ଼ିଶା । ୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର । ସେହିପରି ୬ ଲେନ୍ ବିଶିଷ୍ଟ କଟକ ରିଂ ରୋଡ୍, ୪ ଲେନ୍ ବିଶିଷ୍ଟ କଟକ-ପାରାଦୀପ ରାସ୍ତା ଏଥର ସରିବ । ବଜେଟ ପରବର୍ତ୍ତୀ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ…