ମୋ-ବସ୍ ସଂଖ୍ୟାରେ ଦୁଇଶହ ଅତିରିକ୍ତ ଇ-ବସ୍ ସାମିଲ
ଭବନେଶ୍ୱର, : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଜନସାଧାରଣଙ୍କ ଯାତାୟାତର ଗତିଶୀଳତା, ପରିବେଶ ସ୍ଥିରତା ବୃଦ୍ଧି ଏବଂ ଜନ ପରିବହନରେ ପରିବର୍ତ୍ତନ ଆଣିବା ପାଇଁ ନଭେମ୍ବର ୨୦୧୮ରେ ୨୦୦ ଡିଜେଲ ବସ୍ ସହିତ ୫୫ ମିଡି ବସ୍ (୨୫ ନୂତନ ଏବଂ ୩୦ ପୁରୁଣା)କୁ ନେଇ ଚଳାଚଳ…