Browsing Tag

#ODISHA

ଉଦୟ ଅନନ୍ତ ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷ

ସମ୍ବଲପୁର: ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଉଦୟ ଅନନ୍ତ କାଓଲେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସମ୍ବଲପୁର ବୁର୍ଲା (ଜାଗୃତି ବିହାର) ସ୍ଥିତ ଏମ୍‌ସିଏଲ୍‌ ମୁଖ୍ୟାଳୟରେ କାଓଲେ ପହଞ୍ଚିବା ପରେ କମ୍ପାନୀର ବରିଷ୍ଠ ଅଧିକାରୀ…

ଚାଷୀଙ୍କ ସହ ମୁଁ ସବୁବେଳେ ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରାଯାଇଛି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ୨୮ କି.ମି.…

ଟାଟା ପାୱାରର ପକ୍ଷରୁ ‘ଓଃ ମାଇଁ ବିଉଟିଫୁଲ୍‌ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟାଟା ପାୱାର ନେତୃତ୍ୱାଧୀନ ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ‘ଓଃ ମାଇଁ ବିଉଟିଫୁଲ ଓଡ଼ିଶା’ ଫଟୋଗ୍ରାଫି ପ୍ରତିଯୋଗିତାର ବିଜେତାମାନଙ୍କୁ ସମ୍ମାନିତ କରିବା ଲାଗି ଏକ ଭବ୍ୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।…

ଆଇପିସି ଓ ସିଆରପିସି

ବ୍ରିଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ ନ୍ୟାୟ ସଂହିତା ବଳରେ ଦଣ୍ଡବିଧାନ କରାଯିବ। କାରଣ ରାଜ୍ୟସଭା ପରେ ଲୋକସଭାରେ ପାରିତ ହୋଇଛି ଭାରତୀୟ ନ୍ୟାୟ ସଂହିତା ବିଲ୍‌।…

ପ୍ରତିଶ୍ରୁତି ପରେ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, : ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ହୋଇଥିବା ଜଣାଯାଇଛି। ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନେଇଛନ୍ତି। ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି। ଗ୍ରେଡ ପେ' ଓ ଦରମା ବୃଦ୍ଧି…

ପ୍ରିଣ୍ଟ ମିଡ଼ିଆର ମହତ୍ତ୍ୱ ସର୍ବଦା ରହିଛି ଓ ରହିଥିବ

ଭୁବନେଶ୍ୱର,୨୦ା୧୨ : ଦୈନିକ ଓଡ଼ିଶା ଖବରକାଗଜ ‘ଡୁମାଣୀ ଖବର’ର ୫ମ ସ୍ୱନକ୍ଷତ୍ର ଉତ୍ସବ ସ୍ଥାନୀୟ ଗୀତ ଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ରବି ଦାସ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ଉପସଭାପତି ମନ୍ମଥ ଶତପଥୀ, ବିଶିଷ୍ଟ ସାମ୍ବାଦିକ ତଥା…

ଘୁମୁସର ଜିଲ୍ଲା ଦାବି ନେଇ ଗଣ ଧାରଣା ଜୋର ଧରିଲା

ଗତ କିଛି ବର୍ଷ ହେଲା ଘୁମୁସର ଜିଲ୍ଲା ଗଠନ ନେଇ ଭଞ୍ଜନଗର ଅଞ୍ଚଳ ର ବିଭିନ୍ନ ଅନୁଷ୍ଠାନ ମାନେ ବିଭିନ୍ନ ଉପାୟରେ ନିଜର ଦାବି ଉପସ୍ଥାପନ କରି ଆସୁଛନ୍ତି।ଏହି ସ୍ଥଳେ ସରକାର ଲୋକଙ୍କ ଦାବିକୁ ନଜର ଅନ୍ଦାଜ କରୁଛନ୍ତି।ଭଞ୍ଜନଗର ଘୁମୁସର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆଜି ଉପଜିଲ୍ଲାପାଳ ଙ୍କ…

ଆଈ କୋଳରୁ ହୋଇଥିଲା ଅପହୃତ..ଉଦ୍ଧାର କଲା ପୋଲିସ

ଦେବଗଡ଼ (ବିବେକାନନ୍ଦ ସାହୁ ) ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ଉଦ୍ଧାର। ଆଜି ସକାଳେ ଦେବଗଡ଼ର କପଡା ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଝିଅ ପିହୁକୁ କାନ୍ଦୁଥିବାର ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ। ଦେବଗଡ଼ରୁ ଆଈମା କୋଳରୁ ଅପହୃତା ନାବାଳିକା ପିହୁକୁ ଭୋର୍ ୪ଟା ବେଳେ…

ସମ୍ବଲପୁରୀ ଲୁକରେ ଓଡ଼ିଶା ଫୁଟବଲ କ୍ଲବ୍‌ ମହିଳା ଦଳ

ଭୁବନେଶ୍ୱର,୧୭ା୧୨ : ଫୁଟବଲ ଜର୍ସି ସହ ହସ୍ତତନ୍ତର ନିଆରା ସଂଯୋଗ। ଶୁଣିବାକୁ ଟ୍ରେଣ୍ଡି, ଆଉ ଟିକେ ନୂଆ ବି ଲାଗୁଥିବ। ଫୁଟବଲ ଓ ହସ୍ତତନ୍ତ କିଭଳି ସଂଯୋଗ ହୋଇପାରିଛନ୍ତି ତାହାକୁ ନେଇ ମନରେ ପ୍ରଶ୍ନ ବି ଆସୁଥିବ। ଏପରି ଏକ ପରିକଳ୍ପନା କରାଯାଇ ଓଡ଼ିଶା ଫୁଟବଲ୍‌ କ୍ଲବ ମହିଳା ଦଳ (ଓଏଫସି)କୁ…

୧୦ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୧୭ା୧୨ : ବିଳମ୍ବରେ ହେଉ ପଛେ, ସାରା ରାଜ୍ୟରେ ଶୀତର ପ୍ରକୋପ ଅନୁଭୂତ ହୋଇଛି। ସକାଳ ବେଳା ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ଅନୁଭୂତ ହେଉଥିବା ବେଳେ ସନ୍ଧ୍ୟା ବେଳେ ଭୀଷଣ ଜାଡ଼ ମାଡ଼ିଆସୁଛି। କୋହଲା ପବନ ସାଙ୍ଗକୁ ତାପମାତ୍ରାରେ ଅ•ନକ ହ୍ରାସ କାରଣରୁ ଶନିବାର ରାଜ୍ୟବାସୀ…