ଓଡ଼ିଶାର ମହିଳାମାନେ ଏବେ ସଫଳତାର ଶୀର୍ଷରେ : ନବୀନ
ଭୁବନେଶ୍ୱର,୧୧ା୧୨ : ଇଲେକ୍ଟ୍ରୋନିକ୍ସ ଓ ସୂଚନା-ପ୍ରଯୁକ୍ତିବିଦ୍ୟା ଏବଂ ‘ସମଗ୍ର’ ସହଭାଗିତାରେ ‘ଦି ଗଭର୍ଣ୍ଣାନ୍ସ ଚ୍ୟାଲେଞ୍ଜ, ୨୦୨୩’ର ଚୂଡ଼ାନ୍ତ ପର୍ଯ୍ୟାୟ ରାଜ୍ୟ ଲୋକସେବା ଭବନ କନଭେନସନ୍ ହଲରେ ଅନୁଷ୍ଠିତ ହୋଇଯାଇଛି । ଚଳିତବର୍ଷ ଏ ସଂପର୍କିତ ପ୍ରତିଯୋଗିତା ପାଇଁ ‘ମହିଳା ସଶକ୍ତୀକରଣ’…