ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ସରିଛି ମୁଖ୍ୟ ଶାସନ ସଚିବ ସସ୍ପେନ୍ସ । ରାଜ୍ୟ ପ୍ରଶାସନର ନୂଆ ମୁଖିଆ ହେବେ ପ୍ରଦୀପ କୁମାର ଜେନା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଦୀପ ଜେନା ଆସନ୍ତା ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ସେ…