Browsing Tag

#odishanews #IAS #OAS #inaccessible #ruralarea

ଅପହଞ୍ଚ, ଦୁର୍ଗମ ଓ ଗ୍ରାମାଞ୍ଚଳରେ ରାତ୍ରିଯାପନ କରିବେ ବଡ଼ ବାବୁ

ଡୁମାନୀ ଟିଭି  : ସବୁ ସଚିବ ଓ ବରିଷ୍ଠ ଅଧିକାରୀମାନେ ବ୍ୟାପକ ଫିଲ୍‌ଡ ଭିଜିଟ୍‌ କରିବେ । ଦୁର୍ଗମ ଓ ଗ୍ରାମାଞ୍ଚଳରେ ରାତ୍ରିଯାପନ କରିବେ । ଏନେଇ ସବୁ ସଚିବ, ସ୍ୱତନ୍ତ୍ର ସଚିବ ଓ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ଉନ୍ନୟନ କମିଶନର । ପ୍ରତି ମାସର ତୃତୀୟ ସପ୍ତାହରେ ସଚିବ ଓ…