ସମବାୟ ବିଭାଗରେ ୧୮୪ ଅଧିକାରୀଙ୍କୁ ନିଯୁକ୍ତ
ଭୁବନେଶ୍ୱର : ସମବାୟ ବିଭାଗରେ ୧୮୪ ଅଧିକାରୀଙ୍କୁ ଆଜି ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଲୋକସେବା ଭବନରେ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ ଅଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ୫-ଟି…