ବିଶ୍ୱର ସର୍ବବୃହତ୍ ଷ୍ଟାଡିୟମ୍ର ମାନ୍ୟତା ପାଇଛି ବିର୍ସା ମୁଣ୍ଡା ମୁଖ୍ୟମନ୍ତ୍ରୀ ଗ୍ରହଣ କରିବେ ଗିନିଜ୍ ରେକର୍ଡ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଯିବେ । ଅପରାହ୍ନ ୫ଟା ୨୦ରେ ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ୫ଟା ୩୦ ମିନିଟରେ ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମକୁ ଉଦଘାଟନ କରିବେ । ଏହାସହ ଷ୍ଟାଡିୟମ ପରିସରରେ ନିର୍ମିତ ମଲଟି ଲେବୁଲ କାର୍…