ଶୁଭାରମ୍ଭ ହେଲା ‘ବାଲ୍ ଆଧାର’
ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଶୁଭାରମ୍ଭ ହେଉଛି ବାଲ୍ ଆଧାର । ଶିଶୁଙ୍କ ଜନ୍ମ ପରେ ପରେ ଆଧାର କାର୍ଡ ସଂଯୁକ୍ତ ସହ ଜନ୍ମ ପଞ୍ଜିକରଣ କରାଯିବ । ଆଧାର ସଂଯୋଗ ଦ୍ୱାରା ସରକାରୀ ସେବା ପାଇବା ସହଜ ହେବ । ଶିଶୁ ଜନ୍ମ ହୋଇଥିବା ଚିକିତ୍ସାଳୟ ସହ ଯୋଗାଯୋଗ କରି ବାଲ୍ ଆଧାର ପ୍ରାପ୍ତ କରନ୍ତୁ…