ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ, କୋଣାର୍କକୁ ଶ୍ରେଷ୍ଠ ଆଇକନିକ୍ ପୁରସ୍କାର
ଭୁବନେଶ୍ୱର : ନୂଆଦିଲ୍ଲୀଠାରେ ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ ହୋଇଛି । ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକାକୁ ପୁରସ୍କାର ମିଳିଛି…