Browsing Tag

#puri

ଆଜିଠୁ ନାଟମଣ୍ଡପ ମରାମତି ନିର୍ଦ୍ଦେଶ

କଟକ,୧୫ା୧୧ : ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା । ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ । ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ…

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ,୧୩ା୧୧ : ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ । ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କରାଯିବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା । ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି…

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ ପ୍ରକଳ୍ପ କାର୍ଯ୍ୟ ଶେଷ କର : ଶୃଙ୍ଖଳିତ ଦର୍ଶନ ଲାଗି ପଦକ୍ଷେପ ନିଅ

ପୁରୀ,୧୧ା୧୧ : ନିର୍ଦ୍ଧାରିତ ସମୟ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି । ଏତଦବ୍ୟତୀତ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପଦକ୍ଷେପ ନେବାକୁ ସେ ବିଭଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ…

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବିରେ କଂଗ୍ରେସର ସତ୍ୟାଗ୍ରହ

ପୁରୀ,: ଭକ୍ତଙ୍କ ପ୍ରବେଶ ଲାଗି ଶ୍ରୀମନ୍ଦିର •ରିଦ୍ୱାର ଖୋଲିବା ଦାବିରେ କଂଗ୍ରେସ ପକ୍ଷରୁ କରାଯାଇଛି ସଂକୀର୍ତ୍ତନ ସତ୍ୟାଗ୍ରହ । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଶ୍ରୀମନ୍ଦିର ସମ୍ମୁଖରେ ଦଳର ବହୁ…

ନାଟମଣ୍ଡପ ମରାମତି ପ୍ରସଙ୍ଗରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ

କଟକ, : ପୁରୀ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ଅବହେଳାକୁ ନେଇ ଭାରତୀୟ ପ୍ରତ୍ନତତ୍ତ୍ୱବ ସର୍ବେକ୍ଷଣ ସ୍ଥସ୍ଥା (ଏଏସ୍‌ଆଇ) ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ମଙ୍ଗଳବାର ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ୨୦୧୭ରୁ ଏଏସ୍‌ଆଇ କ’ଣ କରୁଛି ବୋଲି ହାଇକୋର୍ଟ ପ୍ରଶ୍ନ…

ମହାପ୍ରଭୁଙ୍କ ବନକଲାଗି ନୀତି : ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୭ା୧୧: ଆସନ୍ତାକାଲି ଅର୍ଥାତ ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ…

ଶିଶୁ ମହୋତ୍ସବ “ସୁରଭି ଅନୁଷ୍ଠିତ

ପୁରୀ, : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତନିର୍ହିତ ପ୍ରତିଭାର ପରିପ୍ରକାଶ ଏବଂ ଶିକ୍ଷା ମାଧ୍ୟମରେ ପିଲାମାନଙ୍କର ପୂର୍ଣ୍ଣଙ୍ଗ ବିକାଶ ତଥା ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ସାଧନ ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେଉଛି ବିଭିନ୍ନ କାର୍ଯ୍ୟକ୍ରମ । ସ୍ଥାନୀୟ…

ପୁରୀ ଖଜାକୁ ଜିଆଇ ଟ୍ୟାଗ୍‌ କେବେ?

ପୁରୀ,: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛପନ ଭୋଗର ଅଂଶବିଶେଷ ହେଉଛି ଖଜା । ଖଜାର ରୂପ, ସ୍ୱାଦ ଓ ପ୍ରସ୍ତୁତି ପ୍ରଣାଳୀ ନିମନ୍ତେ ରହିଛି ସ୍ୱତନ୍ତ୍ର ଲୋକପ୍ରିୟତା । ଆଉ ଖଜା ବ୍ୟବସାୟକୁ କ୍ଷୁଦ୍ରଶିଳ୍ପ ବା ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିବା ନିହାତି ଆବଶ୍ୟକ ବୋଲି ଭକ୍ତ, ସେବାୟତ, ଗବେଷକ ଓ…

ରତ୍ନଭଣ୍ଡାର : ୨୮ରେ ଲେଜର ସ୍କାନିଂ

ପୁରୀ: ଲେଜର ସ୍କାନିଂ ପାଇଁ ସହଯୋଗ ଯୋଗାଇ ଦିଆଯିବ । ଲେଜର ସ୍କାନିଂ ପାଇଁ ଯାହା ସହଯୋଗ ଆବଶ୍ୟକ ସେସବୁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଯୋଗାଇଦେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି । କାର୍ତ୍ତିକ ପୂର୍ଣ୍ଣମୀ ପରେ ଅର୍ଥାତ ଆସନ୍ତା ୨୮ ତାରିଖ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର…

ଡିସେମ୍ବର ୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍‌ ଆଜି ବଡ଼ିଭୋରରୁ ପୁରୀ ଯାଇ ସାଢେ଼ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ପରିକ୍ରମା ପ୍ରକଳ୍ପ କାମ ତ୍ୱରାନ୍ୱିତ କରି ୨୦୨୩ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ…