Browsing Tag

#rain odisha

ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ହୋଇପାରେ ବର୍ଷା ..!

ଡୁମାଣୀ ଟିଭି,୮/୪:ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହୋଇପାରେ । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ବି…