ଆଜି ପବିତ୍ର ରାମ ନବମୀ ମର୍ଯ୍ୟାଦା ପୁରୁଷତ୍ତୋମ ଭଗବାନ ଶ୍ରୀରାମଙ୍କ ଜନ୍ମ
ଡୁମାଣୀ ଟିଭି,୧୦/୪ ;ରବିବାର ପବିତ୍ର ଶ୍ରୀରାମ ନବମୀ । ମର୍ଯ୍ୟାଦା ପୁରୁଷତ୍ତୋମ ଭଗବାନ ଶ୍ରୀରାମଙ୍କ ଜନ୍ମ । ଦୀର୍ଘ ଦୁଇବର୍ଷ ଧରି କରୋନା ପାଇଁ ଭଗବାନଙ୍କ ଏ ଉତ୍ସବରୁ ଦୂରେଇ ରହିଥିବା ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟିଛି । ଭଗବାନ ଆଉ ଭକ୍ତଙ୍କ ମିଳନ ହେବ । ପ୍ରଭୁ ଶ୍ରୀରାମଙ୍କୁ ବାଲ୍ୟରୂପରେ…