ଉନ୍ନତିର ଶୀର୍ଷ ଛୁଇଁବ ରାୟଗଡ଼ ଓ ଝାରସୁଗୁଡ଼ା ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ
ଭୁବନେଶ୍ୱର,୩୦ା୧୦(ଡିକେ ନୁ୍ୟଜ):ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀମହତ୍ୱକାଂକ୍ଷୀ ଯୋଜନା "ଆମ ଓଡିଶା
ନବୀନ ଓଡିଶା' ମାଧ୍ୟମରେ ନୂଆ ଓଡିଶାସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢକରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ ।
ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତିପଞ୍ଚାୟତ, ପ୍ରତି ଗାଁ ।…