କ୍ୟାମେରାମ୍ୟାନ ମାନସ ହତ୍ୟାକାଣ୍ଡ ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା
ଡୁମାଣୀ ଟିଭି ୩/୪: ନୟାଗଡ଼ର କ୍ୟାମେରାମ୍ୟାନ ମାନସ ସ୍ୱାଇଁଙ୍କ ତଦନ୍ତ କ୍ରାଇମବ୍ରାଞ୍ଚ ଜାରି ରଖିଥିବା ବେଳେ ଦିନକୁ ଦିନ ଗୋଟିଏ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ଇତିମଧ୍ୟରେ କ୍ରାଇବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ ରିମାଣ୍ଡରେ…