ପବିତ୍ର ଅଶୋକାଷ୍ଟମୀରେ ରଥରେ ବସି ମାଉସୀ ଘରକୁ ଯିବେ ଶ୍ରୀଲିଙ୍ଗରାଜ
ଡୁମାଣୀ ଟିଭି,୯/୪:ଆଜି ପବିତ୍ର ଅଶୋକାଷ୍ଟମୀ । ଭକ୍ତ ଭଗବାନଙ୍କର ହେବ ଭେଟ । ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରଥରେ ବସି ମାଉସୀ ଘରକୁ ଯିବେ ଶ୍ରୀଲିଙ୍ଗରାଜ । ଅପରାହ୍ନ ସାଢେ ୩ଟାରେ ଆରମ୍ଭ ହେବ ରଥ ଟଣା ।
ଖବର ଅନୁଯାୟୀ, ଭୋରରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇ…