Browsing Tag

#sandart

ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ମାଧ୍ୟମରେ ରାମ ନବମୀର ଶୁଭେଚ୍ଛା

ଡୁମାଣୀ ଟିଭି,୧୦/୪:ଆଜି ହେଉଛି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷତ୍ତୋମ ଭଗବାନ ଶ୍ରୀରାମଙ୍କ ଜନ୍ମ । ଦୀର୍ଘ ଦୁଇବର୍ଷ ଧରି କରୋନା ପାଇଁ ଭଗବାନଙ୍କ ଏ ଉତ୍ସବରୁ ଦୂରେଇ ରହିଥିବା ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟିଛି । ଭଗବାନ ଆଉ ଭକ୍ତଙ୍କ ମିଳନ ହେବ । ଏହି ଦିନ ପ୍ରଭୁ ଶ୍ରୀରାମଙ୍କୁ…