ଶାହରୁଖ, ଅକ୍ଷୟ ଓ ଅଜୟ ଦେବଗନଙ୍କୁ ହାଇକୋର୍ଟଙ୍କ ନୋଟିସ
ମୁମ୍ବାଇ, ୧୦ା୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ଏବେ ମହଙ୍ଗା ପଡ଼ିଛି । ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାନ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍ ଜାରି କରାଯାଇଛି । ଆହ୍ଲାବାଦ ହାଇକୋର୍ଟର ଲକ୍ଷେ୍ନø ବେଞ୍ଚର ଅବମାନନା ଆବେଦନ ଉପରେ କେନ୍ଦ୍ର ସରକାର ଉତ୍ତର…