Browsing Tag

#smruti irani

ନିର୍ଭୟା ପାଣ୍ଠିରୁ ଓଡ଼ିଶାକୁ ମିଳିଛି ୨୬.୫୪ କୋଟି ଟଙ୍କା , ମହିଳା ବିରୋଧୀ ହିଂସା ଘଟଣାର ନିରାକରଣ ପାଇଁ ବିନିଯୋଗ…

ଡୁମାଣୀ ଟିଭି ,7/4:ନିର୍ଭୟା ପାଣ୍ଠି ମାଧ୍ୟମରେ କେନ୍ଦ୍ର ସରକାର ୨୦୨୧-୨୨ ରେ ଓଡ଼ିଶାକୁ ୨୬.୫୪ କୋଟି ଟଙ୍କା ଯୋଗାଇ ଦେଇଛନ୍ତି । ମହିଳା ବିରୋଧୀ ହିଂସା ଘଟଣାର ନିରାକରଣ ପାଇଁ ‘ୱାନ ଷ୍ଟପ୍‌ ସେଣ୍ଟର’ ଖୋଲିବା ଏବଂ ପରିଚାଳନା କରିବା ଲାଗି ଏହି ଅର୍ଥ ବିନିଯୋଗ କରାଯାଇଛି ବୋଲି କେନ୍ଦ୍ର…