ମାଟି ଅତଡ଼ା ଧସି ୨ ଶ୍ରମିକଙ୍କ ମୃତ୍ୟୁ
କେନ୍ଦୁଝର ଯୋଡ଼ାରେ ଅଘଟଣ। ମାଟି ଅତଡ଼ା ଧସି ୨ ଜଣ ଶ୍ରମିକଙ୍କ ମୃତ୍ୟୁ। ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଲେ ଜଣେ ଶ୍ରମିକ ଅଣ୍ଡର ଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ ବିଛାଇବା କାମ ଚାଲୁଥିଲା ବେଳେ ଏପରି ଅଘଟଣ ଘଟିଛି। ମୃତ ଶ୍ରମିକ ହେଲେ ଯୋଡ଼ା ତଲକ ହଟିଙ୍ଗ ଅଞ୍ଚଳର ଚରଣ…