ଅଧିକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ପରାମର୍ଶ |
ପୁରୀ,୨ା୧୨ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପୁରୀ ଗସ୍ତରେ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ଦିଗରେ…