ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ସମ୍ପାଦକ
ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ। ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ ।ଏହାସାଙ୍ଗେ ୫ଟି ସ୍ଥାନରେ ଚଢାଉ ଜାରି ରହିଛି ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ…