“ତେଜସ୍’ରେ ଉଡିଲେ ପ୍ରଧାନମନ୍ତ୍ରୀ
ବେଙ୍ଗାଲୁରୁ, ୨୫ା୧୧: ଶନିବାର କର୍ଣ୍ଣାଟକ ରାଜ୍ୟର ବେଙ୍ଗାଲୁରୁସ୍ଥିତ ରାଷ୍ଟ୍ରାୟତ "ହିନ୍ଦୁସ୍ତାନ ଏରୋନଟିକ୍ସ୍ ଲିମିଟେଡ୍' ପରିଦର୍ଶନରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "ତେଜସ୍' ଲଢୁଆ ବିମାନରେ ଚଢି ବୁଲିଛନ୍ତି । "ହିନ୍ଦୁସ୍ତାନ ଏରୋନଟିକ୍ସ୍ ଲିମିଟେଡ୍'ର ଉତ୍ପାଦନ…