ପୁରୀ ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉନ୍ନୟନ କମିଶନର
ଭୁବନେଶ୍ୱର, 31/7: ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟଣାରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିଶନର ଅନୁ ଗର୍ଗ ରିପୋର୍ଟ ପ୍ରଦାନ କରିଛନ୍ତି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ କମିଶନର ଏହି ରିପୋର୍ଟ ଦେଇଥିଲେ । ତଦନ୍ତ ରିପୋର୍ଟ…