ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଆମର ଲକ୍ଷ୍ୟ : ମନ୍ତ୍ରୀ
ଭୁବନେଶ୍ୱର, 30/7: ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ସ୍ଥାନୀୟ କୃଷି ଭବନ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ଅଧ୍ୟକ୍ଷତା କରି…