ଜଗତସିଂହପୁର: କଟକ – ପାରାଦ୍ୱୀପ ରାସ୍ତାର କୁଜଙ୍ଗ ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମ ନିକଟରେ ଥିବା ଭାରତ ପେଟ୍ରୋଲ ପମ୍ପ ନିକଟରେ ଆଜି ସକାଳେ ଟ୍ରକ୍ ପଛରେ ଏକ କାର୍ ଧକ୍କା ଦେବା ଫଳରେ କାର୍ରେ ଯାତ୍ରା କରୁଥିବା ଦମ୍ପତି ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଉଦ୍ଧାର ପରେ ଚିକିତ୍ସା ନିମନ୍ତେ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । କୁଜଙ୍ଗ ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଆରମ୍ଭ କରିଛି ।
Sign in
Sign in
Recover your password.
A password will be e-mailed to you.