ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ

176

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ସେଠାରେ ସେ ନକ୍ସଲବାଦ ମୁକାବିଲା ସମ୍ପର୍କିତ ଏକ ବୈଠକରେ ଯୋଗଦାନ କରିବେ ।

ଉଲ୍ଲେଖନୀୟ ଯେ ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ।

Leave A Reply

Your email address will not be published.