କର୍ଣ୍ଣାଟକର ଧରୱାଡ ଜିଲ୍ଲା ସଡକ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

160

ନୂଆଦିଲ୍ଲୀ: କର୍ଣ୍ଣାଟକର ଧରୱାଡ ଜିଲ୍ଲାର ଏକ ସଡକ ଦୁର୍ଘଟଣାରେ ମୃତାହତ ହୋଇଥିବା ବ୍ୟକ୍ତିଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କର୍ଣ୍ଣାଟକର ଧରୱାଡ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ମୃତାହତଙ୍କ ପାଇଁ ମର୍ମାହତ । ଏଭଳି ଦୁଃଖଦ ମୁହୂର୍ତ୍ତରେ, ମୃତକଙ୍କ ପରିବାର ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” । ଏହି ସଡକ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ଗମ୍ଭୀର ଥିବା ଜଣାପଡିଛି

Leave A Reply

Your email address will not be published.