ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ

169

-ମୋଟ ମୃତ୍ୟୁ ସଂଖ୍ୟା ୮୪୧୮ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୧୮ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ, ସୁନ୍ଦରଗଡ ଓ ଖୋର୍ଧା ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.