ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ମନ କି ବାତ୍‌’ କାର୍ଯ୍ୟକ୍ରମ

153

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରେଡିଓରେ ମନ କି ବାତ’ କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଆକାଶବାଣୀର ସମସ୍ତ କେନ୍ଦ୍ର ମାଧ୍ୟମରେ ଆଜି ପୂର୍ବାହ୍ନ ୧୧ଟାରେ ମୋଦୀଙ୍କ ଏହି ଲୋକପ୍ରିୟ କାର୍ଯ୍ୟକ୍ରମ ପ୍ରସାରଣ ହେବ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ କି ବାତର ଏହା ହେଉଛି ୭୩ତମ ସଂସ୍କରଣ । 

Leave A Reply

Your email address will not be published.