ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ

170

-ମୋଟ ମୃତ୍ୟୁ ସଂଖ୍ୟା ୮୪୦୩ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୦୩ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୧ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେହିପରି ଝାରସୁଗୁଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.